Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
018ec307
Commit
018ec307
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
cf1d129c
Changes
1
Show whitespace changes
Inline
Side-by-side
Showing
1 changed file
with
22 additions
and
0 deletions
+22
-0
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia182.txt
...gual-corpora/vikaspedia.in/vikashpedia_health_odia182.txt
+22
-0
No files found.
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia182.txt
0 → 100644
View file @
018ec307
ଯାତ୍ରା ସମୟରେ ବାନ୍ତି ଲାଗୁଛି କି
ଯାତ୍ରା ସମୟରେ ବାନ୍ତି ଲାଗୁଛି କି
ଅନେକ ଲୋକ ବୁଲିବାକୁ ତ ପସନ୍ଦ କରନ୍ତି କିନ୍ତୁ ବାନ୍ତି ଭୟରେ ଯାଆନ୍ତି ନାହିଁ ।
ତେବେ ଚିନ୍ତା କରନ୍ତୁ ନାହିଁ ।
କାରଣ ଆପଣଙ୍କ ରୋଷେଇ ଘରେ ହିଁ ଅଛି ଏହାର ଉପଚାର ।
ଯାହାକୁ ବ୍ୟବାହାର କଲେ ଯାତ୍ରା ସମୟରେ ବାନ୍ତି ସମସ୍ୟାରୁ ମୁକ୍ତି ପାଇପାରିବେ ।
ଘରୋଇ ଉପଚାର
ଅଦା : ଅଦାରେ ଆଣ୍ଟିମେନିକ୍ ଗୁଣ ଥାଏ ।
ଆଣ୍ଟିମେନିକ୍ ବାନ୍ତି ଏବଂ ମୁଣ୍ଡ ବିନ୍ଧାରୁ ଆରାମ୍ ଦେଇଥାଏ ।
ତେଣୁ ଯାତ୍ରା ସମୟରେ ପାଟିରେ ଅଦାର ଜାକନ୍ତୁ କିମ୍ବା ଅଦାର ଚା’ ପିଅନ୍ତୁ ।
ପିଆଜ ରସ : ଯାତ୍ରାରେ ଯିବାର ଠିକ୍ ଅଧଘଂଟା ପୂର୍ବରୁ ଏକ ଚାମଚ ପିଆଜ ରସ ସହ ଏକ ଚାମଚ ଅଦା ରସ ମିଶାଇ ଖାଆନ୍ତୁ ।
ଏପରି କଲେ ବାନ୍ତି ହେବ ନାହିଁ ।
ଯଦି ଆପଣଙ୍କ ଲମ୍ବା ବାଟ ଯାତ୍ରା କରୁଛନ୍ତି ତେବେ ସାଥିରେ ଏହି ରସ ନେଇ ଯାଆନ୍ତୁ ।
ଲବଙ୍ଗ : ବାହାରକୁ ଯିବା ସମୟରେ ଲବଙ୍ଗ ସାଥିରେ ରଖିଥାନ୍ତୁ ।
ବାନ୍ତି ଲାଗିଲେ ସଙ୍ଗେ ସଙ୍ଗେ ପାଟିରେ ଲବଙ୍ଗ ପକାନ୍ତୁ ।
ଏପରି କଲେ ବାନ୍ତି ଲାଗିବା ବନ୍ଦ ହୋଇଯାଏ ।
ପୁଦିନା : ପୁଦିନା ପେଟା ମାଂସପେଶୀକୁ ଆରାମ ଦେଇଥାଏ ।
ପୁଦିନା ତେଲ ବାନ୍ତି ରୋକିବାରେ ସାହାଯ୍ୟ କରିଥାଏ ।
କିଛି ବୁନ୍ଦା ପୁଦିନା ତେଲ ରୁମାଲରେ ପକାଇ ଯାତ୍ରା ସମୟରେ ଶୁଂଘିଲେ ବାନ୍ତି ଲାଗିନଥାଏ ।
ସେହିପରି ପୁଦିନା ପତ୍ରରେ ଚା’ ତିଆରି କରି ସେଥିରେ ଏକ ଚାମଚ ମହୁ ପକାନ୍ତୁ ।
ଯିବା ପୂର୍ବରୁ ଏହାକୁ ପିଇଲେ ବାନ୍ତି ଲାଗି ନଥାଏ ।
ଲେମ୍ବୁ : ଲେମ୍ବୁରେ ଥିବା ସାଇଟ୍ରିକ୍ ଏସିଡ୍ ବାନ୍ତିକୁ ରୋକି ଥାଏ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment