Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
2236bb1b
Commit
2236bb1b
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
09842730
Changes
1
Show whitespace changes
Inline
Side-by-side
Showing
1 changed file
with
35 additions
and
0 deletions
+35
-0
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia70.txt
...ngual-corpora/vikaspedia.in/vikashpedia_health_odia70.txt
+35
-0
No files found.
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia70.txt
0 → 100644
View file @
2236bb1b
ବହୁ ଉପକାରୀ ଲବଙ୍ଗ
ଲବଙ୍ଗ
ଲବଙ୍ଗକୁ ଅଧିକାଂଶ ଭାବେ ମସଲା ରୂପେ ବ୍ୟବହାର କରାଯାଇଥାଏ ।
ପ୍ରତିଦିନ ସକାଳେ-ସଂନ୍ଧ୍ୟାରେଗୋଟିଏ ଲେଖାଏଁ ଲବଙ୍ଗ ଖାଇବାଦ୍ୱାରା ବିଭିନ୍ନ ପ୍ରକାରର ଶାରିରୀକ ସମସ୍ୟା ଦୂର ହୋଇଥାଏ ।
ଏଥିରେ କ୍ୟାଲସିୟମ, ଫସଫରସ, ଆଇରନ, ସୋଡିୟମ, ପୋଟାସିୟମ ଏବଂ ଭିଟାମିନ-ସି ବହୁମାତ୍ରାରେ ଭରିରହିଥାଏ ।
ଏଠାରେ ପ୍ରତିଦିନ ଲବଙ୍ଗ ଖାଇବାଦ୍ୱାରା ହେଉଥିବା ୮ଟି ଫାଇଦା ସମ୍ପର୍କରେ ଆର୍ୟୁବେଦ ବିଶେଷଜ୍ଞ ଡା. ମଧୁସୂଦନ ଦେଶପାଣ୍ଡେ ମତ ଦେଇଛନ୍ତି ।
ଲବଙ୍ଗ ଗଛର ଶୁଖିଲା କଢ଼କୁ ସାଧାରଣତଃ ଲବଙ୍ଗ କୁହାଯାଏ ।
ଲବଙ୍ଗ ମୂଳତଃ ଇଣ୍ଡୋନେସିଆରୁ ଆସିଛି ।
ଲବଙ୍ଗ ଗୋଟିଏ ଚିରହରିତ୍ ଗଛ ଅଟେ ଓ ୮-୧୨ ମି. ପର୍ଯ୍ୟନ୍ତ ବଢ଼ିଥାଏ ।
ଖିଆଯାଉଥିବା ଅଂଶଟି ହେଉଛି ଶୁଖିଲା କଢ଼ ।
ଇଣ୍ଡୋନେସିଆ, ଜାଞ୍ଜିବର, ମାଡାଗାସ୍କାର୍, ଭାରତ, ପାକିସ୍ତାନ ଓ ଶ୍ରୀଲଙ୍କାରେ ଲବଙ୍ଗ ଚାଷ କରାଯାଏ ।
ଓରାଲ ହେଲଥ :
ଲବଙ୍ଗରେ ଆଣ୍ଟିଇମ୍ଫେ୍ଲମେଟରୀ ଗୁଣ ରହିଥାଏ ।
ପ୍ରତିଦିନ ଗୋଟିଏ ଲବଙ୍ଗ ଖାଇବାଦ୍ୱାରା ମୁହଁରେ ଥିବା ବ୍ୟାକ୍ଟେରିଆ ନଷ୍ଟ ହୋଇଯାଇଥାଏ ।
ଏହାଦ୍ୱାରା ଦାନ୍ତ ମାଢିରେ ହେଉଥିବା ସମସ୍ୟା ଏବଂ ଦାନ୍ତ ବ୍ୟଥା ଭଳି ସମସ୍ୟାରୁ ଉପଶମ ମିଳିଥାଏ ।
ସାଇନସ:
ଲବଙ୍ଗରେ ଇଜେନାଲ ନାମକ ତତ୍ତ୍ୱ ମିଳିଥାଏ ।
ଏହି ତତ୍ତ ଶରୀରକୁ ଉଷ୍ମତା ପ୍ରଦାନ କରିଥାଏ ।
ଏହା ସାଇନସ ସମସ୍ୟାକୁ ନିୟନ୍ତ୍ରଣ ରଖେ ।
ପାଚନକ୍ରିୟା:
ପ୍ରତିଦିନ ସକାଳେ-ସଂନ୍ଧ୍ୟାରେ ଖାଇବାପୂର୍ବରୁ ଗୋଟିଏ ଲବଙ୍ଗ ଖା’ନ୍ତୁ ।
ଏହାଦ୍ୱାରା ପାଚନକ୍ରିୟା ସକ୍ରିୟ ହୋଇଥାଏ ।
ପେଟ ବ୍ୟଥା:
ଲବଙ୍ଗରେ ଆଣ୍ଟିଇମ୍ଫେ୍ଲମେଟରୀ ଭାଗ ରହିିଥାଏ ।
ଏହାଦ୍ୱାରା ପେଟଜନିତ ରୋଗ ସଂକ୍ରମଣ ଦୂର ହୋଇଥାଏ ଏବଂ ପେଟ ଯନ୍ତ୍ରଣାରୁ ମଧ୍ୟ ଉପଶମ ମିଳିଥାଏ ।
ସୁସ୍ଥ ତ୍ୱଚା: ଏହା ତ୍ୱଚା ପାଇଂ ଖୁବ୍ ଲାଭଦାୟୀ ଅଟେ ।
ପ୍ରତିଦିନ ଗୋଟିଏ ଲବଙ୍ଗ ଖାଇବାଦ୍ୱାରା ଶରୀରରେ ମହଜୁଦ ଥିବା ଟକ୍ସିନ ନିର୍ଗତ ହୁଏ ।
ଏହାଦ୍ୱାରା ରକ୍ତ ପରିଷ୍କାର ହୋଇଥାଏ ଏବଂ ଏହାସହିତ ତ୍ୱଚା ମଧ୍ୟ ସୁସ୍ଥ ରହୋ
ମାଂସପେଶୀ ବ୍ୟଥା: ପ୍ରତିଦିନ ଲବଙ୍ଗ ଖାଇବାଦ୍ୱାରା ମାଂସପେଶୀ ଶିଥିଳ ହୋଇଥାଏ ।
ଏହାଦ୍ୱାରା ମାଂସପେଶୀରେ ହେଉଥିବା ବ୍ୟଥା ଦୂର ହୋଇଥାଏ ।
ରୋଗରୁ ମୁକ୍ତି: ଲବଙ୍ଗରେ ଭିଟାମିନ-ଇ, ଭିଟାମିନ-କେ ଏବଂ ମ୍ୟାଗ୍ନେସିୟମ ପର୍ଯ୍ୟାପ୍ତ ପରିମାଣରେ ଭରି ରହିଥାଏ ।
ଏହାକୁ ସବୁବେଳେ ଖାଇବାଦ୍ୱାରା ରୋଗ ପ୍ରତିରୋଧ କ୍ଷମତା ବଢିଥାଏ ।
ଏହାଦ୍ୱାରା ଥଣ୍ଡା-ଜ୍ୱର ଭଳି ରୋଗରୁ ଲଢିବାପାଇଁ ଶକ୍ତି ମିଳିଥାଏ ।
ଏସିଡିଟି: ପ୍ରତିଦିନ ଗୋଟିଏ ଲବଙ୍ଗ ଖାଇବାଦ୍ୱାରା ପାଚନକ୍ରିୟା ଉତ୍ତମରୂପେ ହୋଇଥାଏ ।
ଏଥିରୁ ଏସିଡିଟି ଭଳି ସମସ୍ୟା ଦୂର ହୋଇଥାଏ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment