Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
332a9895
Commit
332a9895
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
c795c4ed
master
patch-3
patch-4
No related merge requests found
Changes
1
Hide whitespace changes
Inline
Side-by-side
Showing
1 changed file
with
29 additions
and
0 deletions
+29
-0
Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_51
...lingual-corpora/odiasahitya.com/sent_odiasahitya_galpa_51
+29
-0
No files found.
Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_51
0 → 100644
View file @
332a9895
ବାଇ ଚଢେଇର ଜମାନବନ୍ଦୀ
ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ଭୁବନେଶ୍ବର
ତା: ଫେବୃଆରୀ ୧୬, ୨୦୧୧
ମୂଳ ପୃଷ୍ଠା → ଗଳ୍ପ → ଅଣୁ ଗଳ୍ପ →
ସହର ମଝି ।
ଓଭରବ୍ରିଜ୍ କାନ୍ଥ ସନ୍ଧିରେ ଉଠିଥିଲା ଦେଢ ଫୁଟିଆ ଖଜୁରୀ ଗଛଟେ ।
କିଛି ଦିନ ହେବ ବାଇଚଢେଇଟିଏ ବସା ବାନ୍ଧି ରହିଛି ସେ ଗଛରେ ।
ଆଉ କୋଉଠି ସେ ରହିଥାନ୍ତା ଏଡେ ବଡ ସହରଟାରେ! ନଡିଆ କି ଖଜୁରୀ ଗଛଟିଏ ବି ନାହିଁ ।
ତା’ ଘର ପାଇଁ କୋଉଠୁ ରୁଅ ପାଇଥାନ୍ତା ?
ସାନ ଗଛ, ଅଳପ ପତର ବୋଲି, ଛୋଟିଆ ଘରଟେ କରିଛି ସେ ।
ଅଣ୍ଡା ଦେବା ବେଳ ପାଖେଇଆସିଲା ବୋଲି କେତେ ଅଳପ ଦିନରେ ଘରଟାକୁ ତୋଳିଦେଲେ ଦୁଇପ୍ରାଣୀ ! ଚାରି ଦିନ ତଳେ, ମା’ ବାଇଟି ଚାରିଟି ଅଣ୍ଡା ଦେଇଥିଲା ।
ଆଜି ଗୋଟିଏ ବି ନାହିଁ ।
ବାଇ ଦୁଇ ପ୍ରାଣୀ କାଠ ହୋଇ ବସିଛନ୍ତି ।
ଚେଁ ନାହିଁ କି ଚାଁ ନାହିଁ ।
ଯେତେ ପାଖକୁ ହାତ ବଢାଇଲେ ବି ଚୁପ୍ଚାପ୍ ବସିଛନ୍ତି ।
ପ୍ରତିରୋଧ କରୁନାହାନ୍ତି ।
ସତେ ଯେମିତି ମଣିଷର ଦୌରାତ୍ମ୍ୟରେ ହାର ମାନିଯାଇଛନ୍ତି ସେମାନେ ।
ପ୍ରଥମେ ତ ଗଛ କାଟି ପଦା କଲେ ।
କାଁ ଭାଁ ବିଲ ହୁଡାରେ ଖଜୁରୀ ଗଛଟିଏ ଦେଖି ବଞ୍ଚିବାକୁ ଚେଷ୍ଟା କଲୁ ।
ତା’ପରେ ବିଲରେ ପୋକକୁ ବିଷଦେଇ ଆମ ବଂଶ ଲୋପ କଲେ ।
ଗାଁ ଛାଡି ଏବେ ସହରକୁ ଆସିଲୁ ।
ଏଠି ନିରୋଳା ଖଜୁରୀ ଗଛଟିଏ କାହିଁ ? ନିରୋଳା କହିଲେ, ମଣିଷ ଦୌରାତ୍ମ୍ୟରୁ ଦୂର ।
ଛୋଟ ହେଉ ପଛେ ଖଜୁରୀ ଗଛଟିଏ ତ ଏଠି ନିରୋଳାରେ ଥିଲା ।
ସାପ ବି ଆସିବାକୁ ଡରୁଥିଲା ।
ହେଲେ ଏ ମଣିଷଗୁଡା ଏଡେ ନ’ଙ୍କିଆ, ନିଶୁଣି ପକେଇ ମୋ ଅଣ୍ଡାତକ ନେଇଗଲେ ! ଏବେ ହାତ ଲମ୍ବାଉଛ ।
ଆମକୁ ବି ନେଇଯିବ, ନେଇଯାଉନ ?
ଆର ଋତୁକୁ ଯେ ଖଜୁରୀ ଗଛଟେ ନିରୋଳାରେ ମିଳିବ, ଘରଟିଏ ତୋଳି ପୁଣି ଅଣ୍ଡା ଦେଇ ବଂଶ ବଢାଇବୁ, ସେ ଆଶା ଯଦି ଆଉ ନାହିଁ, ବଞ୍ଚିଥାଇ ଲାଭ କ’ଣ ?
ପରଦିନ ସକାଳକୁ ବାଇଚଢେଇ ଇତିହାସ ହୋଇଗଲା ।
ସେମାନେ ଥିଲେ ବାଇଚଢେଇ ବଂଶର ଶେଷ ଦାୟାଦ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment