From 43933fcdc7dc9bb541779c18d7c48ac39458d6ca Mon Sep 17 00:00:00 2001 From: Nayan Ranjan Paul Date: Tue, 27 Sep 2022 11:48:32 +0530 Subject: [PATCH] Upload New File --- .../vikashpedia_health_odia151.txt | 19 +++++++++++++++++++ 1 file changed, 19 insertions(+) create mode 100644 Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia151.txt diff --git a/Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia151.txt b/Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia151.txt new file mode 100644 index 0000000..0d85486 --- /dev/null +++ b/Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia151.txt @@ -0,0 +1,19 @@ +ଟ୍ୟୁମର ପାଇଁ ହୋଇପାରେ ମସ୍ତିଷ୍କ ଅଚଳ +ଟ୍ୟୁମର ପାଇଁ ହୋଇପାରେ ମସ୍ତିଷ୍କ ଅଚଳ +ମୁଣ୍ଡବିନ୍ଧା ଏକ ସାଧାରଣ ସମସ୍ୟା । +କିନ୍ତୁ ଲଗାତର ଭାବେ ଏହି ସମସ୍ୟା ଆପଣଙ୍କ ପାଇଁ କ୍ଷତିକାରକ ହୋଇପାରେ । +କାରଣ ଏପରି ହେବାଦ୍ୱାରା ଆପଣଙ୍କୁ ବ୍ରେନ୍ ଟ୍ୟୁମରରେ ଶିକାର ହେବାର ଆଶଙ୍କା ରହିଛି । +ତେଣୁ ଏହି ସମସ୍ୟାକୁ ଅଣଦେଖା କରିବା ଆଦୌ ଉଚିତ ନୁହେଁ । +ଏଭଳି କିଛି ଲକ୍ଷଣ ବିଷୟରେ ଆଜି ଆମେ ଆପଣଙ୍କୁ ଅବଗତ କରାଇବୁ ଯାହା ବ୍ରେନ୍ ଟ୍ୟୁମର ଚିହ୍ନଟ କରାଇବାରେ ଆପଣଙ୍କୁ ସହାୟକ ହେବ । +ଲକ୍ଷଣ +ଯଦି ଆପଣ ଆପଣଙ୍କ ଶରୀରକୁ ସନ୍ତୁଳିତ କରିପାରୁ ନାହାଁନ୍ତି ତେବେ ଏଥିପ୍ରତି ଧ୍ୟାନ ଦେବା ଉଚିତ । +କାରଣ ଟ୍ୟୁମର ଶରୀରରେ ଥିବା କୋଷରାଶିକୁ ପ୍ରଭାବିତ କରିଥାଏ । +ଯାହା ମଣିଷ ଚାଲିବା ସମୟରେ ଅଧିକ ପ୍ରଭାବ ପକାଇଥାଏ । +ବ୍ରେନ୍ ଟ୍ୟୁମରରେ ବିଶେଷ କରି ହୃଦ୍ ଘାତ ଜନିତ ସମସ୍ୟା ଦେଖାଦେଇଥାଏ । +ଯଦି ଆପଣଙ୍କୁ କେବେ ହୃତ୍ ଘାତ ହୁଏ ତେବେ ତତକ୍ଷଣାତ୍ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ । +ସ୍ମରଣଶକ୍ତି ହ୍ରାସ ପାଇବା ମଧ୍ୟ ବ୍ରେନ୍ ଟ୍ୟୁମରର ଅନ୍ୟ ଏକ ଲକ୍ଷଣ । +ଯଦି ଆପଣଙ୍କର କୌଣସି କଥା ମନେରହୁ ନାହିଁ । +ଏଥିସହ ଅନ୍ୟସବୁ ସ୍ୱଭାବରେ ପରିବର୍ତ୍ତନ ଦେଖାଦେବା ଯେପରିକି କଥାକହିବା ବେଳେ ଥଙ୍ଗେଇବା,ଶୁଣିବା ଓ ଦୃଷ୍ଟି ଶକ୍ତିରେ ସମସ୍ୟା ଦେଖାଦେବା ହଠାତ୍ ଶରୀରର ମାଂସ ପେଶୀ ବୃଦ୍ଧି ପାଇବାକୁ ଲାଗିଲେ ଏବଂ ଗଳାରେ ସମସ୍ୟା ଦେଖାଦେବା ଆଦି ସମସ୍ୟା ବ୍ର୍ରେନ୍ ଟ୍ୟୁମରର ପ୍ରାଥମିକ ଲକ୍ଷଣ ଅଟେ । +ଯଦିଓ, ବ୍ରେନ୍ ଟ୍ୟୁମର ଏକ ଆତ୍ମଘାତୀ ସମସ୍ୟା ରହି ଆସିଛି କିନ୍ତୁ ସମୟ ପୂର୍ବରୁ ଏହାକୁ ଏଡାଇ ଯାଇ ପାରିବ । +ଏହାର ଚିକିତ୍ସା ଉପଚାର କିମୋଥେରାପି, ରେଡିଏସନ ଥେରାପି, ସର୍ଜରି ଆଦି ବିଭିନ୍ନ ଉପାୟରେ କରାଯାଇପାରିବ । +କିନ୍ତୁ ସବୁଠାରୁ ବଡକଥା ହେଲା,ଏହାକୁ ସମୟ ପୂର୍ବରୁ ଚିହ୍ନଟ କରିବା ଅତ୍ୟନ୍ତ ଜରୁରୀ । -- GitLab