Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
8d25e09a
Commit
8d25e09a
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
87620a0b
Changes
1
Hide whitespace changes
Inline
Side-by-side
Showing
1 changed file
with
29 additions
and
0 deletions
+29
-0
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia63.txt
...ngual-corpora/vikaspedia.in/vikashpedia_health_odia63.txt
+29
-0
No files found.
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia63.txt
0 → 100644
View file @
8d25e09a
ପିଜୁଳିର ଔଷଧୀୟ ଗୁଣ
ପିଜୁଳି
ପିଜୁଳି ଖାଇବାକୁ ଖୁବ୍ ସ୍ୱାଦିଷ୍ଟ ।
ହେଲେ ପାଟିକୁ ସ୍ୱାଦ ଲାଗୁଥିବା ଏହି ଫଳ ଅନେକ ଔଷଧୀୟ ଗୁଣରେଭରପୁର ।
ପେଟ ସମ୍ବନ୍ଧୀୟ ଅନେକ ରୋଗ ଦୂର କରିଥାଏ ପିଜୁଳି ।
ଏଥିରେ ଭିଟାମିନ୍ ଏ ଏବଂ ସି, ପୋଟାସିୟମ୍ ଏବଯ ଫାଇବର୍ ଭରପୁର ଥାଏ ।
ଯଦି ଭୋଜନ ପରେ ପିଜୁଳି ଖାଆନ୍ତି ତେବେ କୋଷ୍ଠ କାଠିନ୍ୟ ଭଳି ରୋଗରୁ ମୁକ୍ତି ମିଳିଥାଏ ।
ଏପରିକି ପିଜୁଳିର ମଂଜିକୁ ମଧ୍ୟ ଔଷଧରେ ବ୍ୟବହାର ବ୍ୟବହାର କରାଯାଏ ।
ଏବେ ନଜର ପକାନ୍ତୁ ଏହାର ଔଷଧୀୟ ଗୁଣ ଉପରେ ।
ଲେମ୍ବୁ ଏବଂ କମଳା ତୁଳନାରେ ପିଜୁଳିରେ ୪ ରୁ ୧୦ଗୁଣା ଅଧିକ ଭିଟାମିନ୍ ସି ଥାଏ ।
ପିଜୁଳିର ଔଷଧୀୟ ଗୁଣ
ଲେମ୍ବୁ ଏବଂ କମଳା ତୁଳନାରେ ପିଜୁଳିରେ ୪ ରୁ ୧୦ଗୁଣା ଅଧିକ ଭିଟାମିନ୍ ସି ଥାଏ ।
ରାତିରେ ଶୋଇବା ସମୟରେ ପଜୁଳିର ପତ୍ର ଗ୍ରାଇଣ୍ଡିଙ୍ଗ୍ କରି ଏକ କପଡାରେ ବାନ୍ଧି ଆଖିରେ ବାନ୍ଧଲେ ଆଖିରେ ହେଉଥିବା ପୀଡା ଦୂର ହୋଇଥାଏ ।
ପିଜୁଳିର ମଂଜିର ଗୁଣ୍ଡକୁ ପାଣି ସହ ଖାଇଲେ ଥଣ୍ଡାରୁ ତୁରନ୍ତ ମୁକ୍ତି ମିଳିଥାଏ ।
ପିଜୁଳି ଚୋପାକୁ ଚୋବାଇ ଖାଇଲେ ଦାନ୍ତ ବିନ୍ଧାରୁ ମୁକ୍ତି ମିଳିଥାଏ
ପିଜୁଳିକୁ ଛୋଟ ଛୋଟ କରି କାଟି ପାଣିରେ ପକାନ୍ତୁ ।
କିଛି ସମୟ ପରେ ଏହି ପାଣିକୁ ପିଅନ୍ତୁ ।
ନିୟମିତ ଏହି ପାଣି ପିଇଲେ ମଧୁମେହ, ବହୁମୂତ୍ର ଭଳି ସମସ୍ୟା ଦୂର ହୋଇଥାଏ ।
ମଧୁମେହ ରୋଗ ପାଇଁ ପିଜୁଳି ପତ୍ରର କାଢା ଏକ ଅକାଟ୍ୟ ଔଷଧ ଭାବରେ କାମ କରେ ।
ଏହାର ଲଗାତାର ସେବନ ଶରୀରରେ ଇନସୁଲିନର ସ୍ତରକୁ ନବଢାଇ ଗ୍ଲୁକୋଜକୁ ନିୟନ୍ତ୍ରିତ କରିଥାଏ ।
ପିଜୁଳି ପତ୍ରକୁ ବାଟି ଏହାର ପେଷ୍ଟକୁ ମୁହଁରେ ଲଗାଇଲେ ବ୍ରଣ ଭଲ ହୋଇଥାଏ ।
ଚୁଟି ଝଡିବା ବନ୍ଦ କରିବାରେ ସହାୟକ ହୋଇଥାଏ ପିଜୁଳି ପତ୍ର ।
ଏହାକୁ ପାଣିରେ ଫୁଟାଇ ଏହି ପାଣିକୁ ମୁଣ୍ଡରେ ଲଗାଇ ମାଲିସ୍ କଲେ ଅନେକ ଫାଇଦା ମିଳିଥାଏ ।
ଏହା ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରିତ କରିଥାଏ ।
ପୁରା ଶରୀରରେ ରକ୍ତର ପ୍ରବାହକୁ ସନ୍ତୁଳିତ ରଖିଥାଏ ।
ଏହି ପତ୍ର ହାନୀକାରକ କୃମି ନାଶକ ମଧ୍ୟ ।
ଏହାକୁ ନିୟମିତ ଚୋବାଇଲେ ଶରୀରକୁ କ୍ଷତି ପହଂଚାଉଥିବା କୃମିକୁ ନଷ୍ଟ କରିଥାଏ ।
ଏହି ପତ୍ରକୁ ଚୋବାଇଲେ ପାଚନ ପ୍ରକ୍ରିୟା ମଜଭୁତ ହୋଇଥାଏ ।
ଏହା ସହ କୋଷ୍ଠକାଠିନ୍ୟ ଦୂର କରିବାରେ ସାହାଯ୍ୟ କରିଥାଏ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment