Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
a77884f6
Commit
a77884f6
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
39665a75
Changes
1
Show whitespace changes
Inline
Side-by-side
Showing
1 changed file
with
37 additions
and
0 deletions
+37
-0
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia113.txt
...gual-corpora/vikaspedia.in/vikashpedia_health_odia113.txt
+37
-0
No files found.
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia113.txt
0 → 100644
View file @
a77884f6
ଖରାଦିନେ ଘିମିରି ସମସ୍ୟାରୁ କିପରି ପାଇବେ ମୁକ୍ତି
ଘିମିରି
ଘିମିରି ଏକ ଚର୍ମଜନିତ ରୋଗ ।
ସାଧାରଣତଃ ଝାଳ ଅଧିକ ବୋହିଲେ ଘିମିରି ହେବାର ଆଶଙ୍କା ଅଧିକ ଥାଏ ।
ଏହା ବ୍ୟତିତ ଝାଳ ବାହାରୁ ନଥିବା ବ୍ୟକ୍ତିଙ୍କ ଠାରେ ମଧ୍ୟ ଘିମିରି ଦେଖାଯାଇଥାଏ ।
ଶରୀରରୁ ସ୍ଵେଦ ନ ବାହାରିବା ଫଳରେ ଚର୍ମରେ ଲୋମକୂପଗୁଡିକ ବନ୍ଦ ହେଇଯାଏ ।
ଏହା ଫଳରେ ଶରୀରରେ ଝାଳ ବାହାରି ନଥାଏ ।
ସାଧାରଣତଃ ଖରାଦିନେ ପ୍ରାୟ ଲୋକଙ୍କଠାରେ ଘିମିରି ବାହାରି ଥାଏ ।
ଏହା ବାହାରିବାର କେତେକ କାରଣ ରହିଛି, ଯଥା-ପେଟ ସଫା ନ ରହିବା, ହର୍ମୋନରେ ଅସନ୍ତୁଳ ଦେଖାଗଲେ, ରକ୍ତ ବିଶୁଦ୍ଧ ନ ରହିଲେ, ସନ୍ତୁଳିତ ଖାଦ୍ୟ ନ ଖାଇଲେ, କୌଣସି କାରଣରୁ ଆଲର୍ଜି ହେଇଥିଲେ, ପ୍ରଦୂଷିତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିଲେ ।
ଖରାଦିନେ ଘିମିରି ହେବା ସ୍ୱାଭାବିକ କଥା ।
କିନ୍ତୁ ଏହା ଖୁବ୍ ଅସହ୍ୟ ମନେ ହୁଏ ।
ତେବେ ଏଥିରୁ ମୁକ୍ତି ପାଇବା କିପରି ଆପଣାନ୍ତୁ କିଛି ସଜହ ଉପାୟ ।
ସଜହ ଉପାୟ
ଏକ ଗ୍ଲାସ୍ ପାଣିରେ ଏକ ଲେମ୍ବୁ ଚିପୁଡନ୍ତୁ ।
ଏଥିରେ କାକୁଡିର ଏକ ଖଣ୍ଡ ବୁଡାଇ ୧୦ ମିନିଟ୍ ପର୍ଯ୍ୟନ୍ତ ଘିମିର ଉପରେ ଘଷନ୍ତୁ ।
ଏହା କଲେ ଘିମିରି କମିଯିବ ।
ଏକ ଚାମଚ ଆଲଭେରା ଜେଲ୍ ଘିମିରି ଉପରେ ଲଗାନ୍ତୁ ।
୨୦ ମିନିଟ୍ ପରେ ଧୋଇ ଦିଅନ୍ତୁ ।
ଏପରି ଦିନକୁ ୩ ଥର କରନ୍ତୁ ।
ଏହାଦ୍ୱାରା ଘିମିରି ଯନ୍ତ୍ରଣା ଦୂର ହେବା ସହ ଘିମିରି ମଧ୍ୟ ଚାଲିଯାଏ ।
୩ – ୫ ଚାମଚ ପାଣିରେ ଏକ ଚାମଚ ବେକିଙ୍ଗ ସୋଡା ମିଶାନ୍ତୁ ଏହାକୁ ଘିମିରି ଉପରେ ଲଗାନ୍ତୁ ଓ ୨୦ ମିନିଟ୍ ପରେ ଧେ୍ଧବ ଦିଅନ୍ତୁ ।
ଏପରି ଦିନକୁ ୨ଥର କରନ୍ତୁ ।
ଶୀଘ୍ର ଘିମିରି ଭଲ ହୋଇଯିବ ।
୪- ୨୦ ରୁ ୩୦ଟି ନିମ ପତ୍ରକୁ ଏକ ଗ୍ଲାସ ପାଣିରେ ଫୁଟାନ୍ତୁ ।
ଥଣ୍ଡା ହେବା ପରେ ଘିମିରି ଉପରେ ଏହାକୁ ଲଗାନ୍ତୁ ।
୨୦ ମିନଟ୍ ପରେ ଧୋଇ ଦିଅନ୍ତୁ ।
ପ୍ରତିଦିନ ଏପରି କରନ୍ତୁ ।
ଏହା ଦ୍ୱାରା ଘମିରି ଶୀଘ୍ର କମିଯିବ ।
ଏକ ଚାମଚ ନଡିଆ ତେଲରେ ଏକ କର୍ପୁର ମିଶାନ୍ତୁ ଏହାକୁ ଘିମିରି ଉପରେ ଲଗାନ୍ତୁ ।
୨୦ ମିନିଟ୍ ପରେ ଧେ୍ଧବ ଦିଅନ୍ତୁ ।
ଏହା ଦ୍ୱାରା ଘିମିରି ଯନ୍ତ୍ରଣାରୁ ଲ୍କ୍ ମିଳିବା ସହ ଉପଶମ ହୋଇଥାଏ ।
ଅଧ ଚାମଚ ଚନ୍ଦନ ପାଉଡରକୁ ଏକ ଚାମଚ ଗୋଲାପ ଜଳରେ ମିଶାନ୍ତୁ ।
ଏହାକୁ ଘିମରି ଉପରେ ଲଗାନ୍ତୁ ।
ଗାଧୋଇବା ପାଣିରେ ଡେଟଲ ପକାଇ ଗାଧାନ୍ତୁ ।
ନିମ୍ବଯୁକ୍ତ ସାବୁନ ବ୍ୟବହାର କରନ୍ତୁ ନଚେତ ପାଣିରେ ନିମ୍ବପତ୍ରକୁ ଫୁଟାଇ ସେହି ଫୁଟାପାଣି ଥଣ୍ଡା ହେଲେ ଗାଧାନ୍ତୁ ।
ସଫା କଟନ ଡ୍ରେସ ବା ଶାଢି ପିନ୍ଧନ୍ତୁ ।
ଫ୍ରିଜ ପାଣି ନ ପିଇ ମାଠିଆ ବା ସୁରେଇର ପାଣି ପିଅନ୍ତୁ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment