Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
b5619a35
Commit
b5619a35
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
b036589c
Changes
1
Show whitespace changes
Inline
Side-by-side
Showing
1 changed file
with
18 additions
and
0 deletions
+18
-0
Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_47
...lingual-corpora/odiasahitya.com/sent_odiasahitya_galpa_47
+18
-0
No files found.
Data Collected/Odia/IIIT-BH/Monolingual-corpora/odiasahitya.com/sent_odiasahitya_galpa_47
0 → 100644
View file @
b5619a35
ଇଚ୍ଛା ପୁରଣ
ମୃଣାଳ
ତା: ଫେବୃଆରୀ ୨୭, ୨୦୧୨
ମୂଳ ପୃଷ୍ଠା → ଗଳ୍ପ → ଅଣୁ ଗଳ୍ପ →
ବିଶାଳ ଘଞ୍ଚ ବଣ ।
ବଣ ଭିତରେ ଥାଆନ୍ତି ଜଣେ ସିଦ୍ଧ ଯୋଗୀ ।
ଅନ୍ୟାନ୍ୟ ବହୁ ଜଙ୍ଗଲ ସହ ସେ ବଣଟି ବି କଟା ଚାଲିଥାଏ ନିର୍ବିଚାରରେ ।
ବିଶ୍ବ ବନ ଦିବସରେ ପାଖ ସହରରେ ସଭାଟିଏ ହେଲା ।
ମନ୍ତ୍ରୀ ଆସିଥିଲେ ।
ତେଣୁ ସହରର ବହୁ ବରିଷ୍ଠ ସରକାରୀ କର୍ମଚାରୀ ମଧ୍ୟ ସନ୍ଧ୍ୟାରେ ଅନ୍ୟାନ୍ୟ କାର୍ଯ୍ୟ ଛାଡ଼ି ସେ ସଭାରେ ଉପସ୍ଥିତ ଥିଲେ ।
ଢେର ଭାଷଣ ହେଲା ।
ଶେଷକୁ ମନ୍ତ୍ରୀ କହିବାକୁ ଉଠିଲେ ।
ଜଙ୍ଗଲର ସଂରକ୍ଷଣର ଆବଶ୍ୟକତା ଉପରେ ଲମ୍ବା ଭାଷଣ ଦଉ ଦଉ ସେ କହି ପକାଇଲେ ମୁଁ ଶୁଣିଛି ଏ ବଣ ଭିତରେ ଜଣେ ସିଦ୍ଧିଯୋଗୀ ଅଛନ୍ତି ।
ତାଙ୍କ ମନ୍ତ୍ର ବଳରେ ଯଦି ବାଘ ଆସି ବଣରୁ କାଠ କାଟୁଥିବା ଆଉ ଚୋରାଚାଲାଣ କରୁଥିବା ଲୋକମାନଙ୍କୁ ଖାଇଯାନ୍ତା ତାହେଲେ ବୋଧେ ଏ ଜଙ୍ଗଲଟି ରକ୍ଷା ପାଇଯାନ୍ତା ।
ଉପସ୍ଥିତ ଲୋକେ ଯେଉଁମାନଙ୍କ ମଧ୍ୟରେ ସରକାରୀ ଅମଲା ହିଁ ଅଧିକ ଥିଲେ, ମନ୍ତ୍ରୀଙ୍କ ଏମନ୍ତ ଲଘୁ ଓ ତରଳ କଥାରେ ହୋ ହୋ ହୋଇ ହସି ଉଠିଲେ ।
ସେଇ ଯେଉଁ କହନ୍ତିନି, ବେଳେ ବେଳେ ମଣିଷ କଣ୍ଠରେ ବ୍ରହ୍ମା ଆସି ବସି ଯାଆନ୍ତି, ଆଉ ସେତେବେଳେ ମଣିଷ ଯାହା କହେ ତା ସତ ହୋଇଯାଏ- ଠିକ୍ ସେଇ ଘଟଣାଟି ଘଟିଲା ।
ମନ୍ତ୍ରୀଙ୍କ କଥା କେମିତି କେଜାଣି ସିଦ୍ଧ ଯୋଗୀଙ୍କ କାନରେ ପଡ଼ିଗଲା ଆଉ ସେ ମନ୍ତ୍ରୀଙ୍କ କଥା ଅନୁସାରେ କାର୍ଯ୍ୟ କରିଦେଲେ ।
ପରଦିନ ସହରରେ ହୁଲସ୍ତୁଲ ! ସବୁଠିଁ ଗୋଟିଏ ଖବର : ମନ୍ତ୍ରୀଙ୍କୁ ବାଘ ଖାଇଯାଇଛି ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment