Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
d2c3c5bf
Commit
d2c3c5bf
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
151102ed
Changes
1
Show whitespace changes
Inline
Side-by-side
Showing
1 changed file
with
30 additions
and
0 deletions
+30
-0
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia10.txt
...ngual-corpora/vikaspedia.in/vikashpedia_health_odia10.txt
+30
-0
No files found.
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia10.txt
0 → 100644
View file @
d2c3c5bf
ହୃତ୍ପିଣ୍ଡ
ଉପକ୍ରମ
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ ।
ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ ।
ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ ।
ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି ।
ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ହୃତ୍ପିଣ୍ଡ ବିଭକ୍ତ
ମାନବ ଓ ଅନ୍ୟାନ୍ୟ ପଶୁ, ପକ୍ଷୀଙ୍କର ହୃତ୍ପିଣ୍ଡ ଚାରୋଟି କୋଠରୀରେ ବିଭକ୍ତ ହୋଇଥାଏ: ଉପର ବାମ ଓ ଡାହାଣ ଅଳିନ୍ଦ, ନିମ୍ନ ବାମ ଓ ଡାହାଣ ନିଳୟ ।
ସାଧାରଣତଃ ଡାହାଣ ଅଳିନ୍ଦ ଓ ନିଳୟକୁ ଡାହାଣ ହୃତ୍ପିଣ୍ଡ କୁହାଯାଏ ଓ ବାମ ପାଖରେ ଥିବା ଅଳିନ୍ଦ ଓ ନିଳୟକୁ ବାମ ହୃତ୍ପିଣ୍ଡ କୁହାଯାଏ ।
ମାଛର ଦୁଇଟି କୋଠରୀ ଥାଏ ଓ ସରୀସୃପଙ୍କର ତିନୋଟି କୋଠରୀ ଥାଏ ।
ସୁସ୍ଥ ହୃତ୍ପିଣ୍ଡରେ ପ୍ରତି କୋଠରୀର ପ୍ରସ୍ଥାନ ପଥରେ ହୃତ୍ପିଣ୍ଡ କପାଟିକା (heart valve) ଥାଏ, ତେଣୁ ରକ୍ତ ସଞ୍ଚାଳନ ସର୍ବଦା ଏକ ପଥରେ ହୁଏ ଓ ପଛୁଆ ରକ୍ତ ପ୍ରବାହ ହୁଏ ନାହିଁ ।
ହୃତ୍ପିଣ୍ଡଟି ଗୋଟିଏ ସୁରକ୍ଷାକାରୀ ମୁଣା ବା ପେରିକାର୍ଡିଅମ (pericardium) ଭିତରେ ଥାଏ ଓ ସେହି ହୃଦାବରଣର ଦୁଇ ସ୍ତର ମଧ୍ୟରେ ସ୍ୱଳ୍ପ ପରିମାଣର ତରଳ ପଦାର୍ଥ ଥାଏ ।
ହୃତ୍ପିଣ୍ଡର କାନ୍ଥର ତିନୋଟି ସ୍ତର ଥାଏ; ଏପିକାର୍ଡିଅମ୍, ମାୟୋକାର୍ଡିଅମ ଓ ଏଣ୍ଡୋକାର୍ଡିଅମ ।
ରକ୍ତ ସଞ୍ଚାଳନ
ହୃତ୍ପିଣ୍ଡ ଦୁଇଟି ରକ୍ତ ସଞ୍ଚାଳନ ପ୍ରଣାଳୀରେ ରକ୍ତ ପମ୍ପ କରେ ।
ସ୍ୱଳ୍ପ ଅମ୍ଳଜାନ ଥିବା ରକ୍ତ ଶାରୀରିକ ରକ୍ତ ସଞ୍ଚାଳନ ତନ୍ତ୍ରରୁ ସୁପିରିଅର ଭେନାକାଭା ଓ ଇନ୍ଫିରିଅର୍ ଭେନାକାଭା ମାଧ୍ୟମରେ ଆସି ଦକ୍ଷିଣ ଅଳିନ୍ଦରେ ପ୍ରବେଶ କରେ ଓ ସେଠାରୁ ଦକ୍ଷିଣ ନିଳୟରେ ପ୍ରବେଶ କରେ ।
ଏହା ପରେ ହୃତ୍ପିଣ୍ଡ ରକ୍ତକୁ ଫୁସ୍ଫୁସିୟ ସଞ୍ଚାଳନକୁ ପମ୍ପ କରେ ଯେଉଁଠାରେ ଫୁସ୍ଫୁସ୍ରେ ରକ୍ତ ସହ ଅମ୍ଳଜାନର ମିଶ୍ରଣ ଓ ଅଙ୍ଗାରକାମ୍ଳ ନିଷ୍କାସନ ହୁଏ ।
ଅମ୍ଳଜାନ ମିଶ୍ରିତ ରକ୍ତ ଫୁସ୍ଫୁସ୍ରୁ ବାମ ଅଳିନ୍ଦ ଓ ତାପରେ ବାମ ନିଳୟକୁ ଯାଇ ସେଠାରୁ ଆଓର୍ଟା ଭିତରକୁ ପମ୍ପ ହୁଏ ।
ଏହି ରକ୍ତ ଶରୀରର ପ୍ରତ୍ୟେକ ଅଂଶକୁ ଯାଏ, ବିପାକ ପ୍ରକ୍ରିୟାରେ ଅମ୍ଳଜାନ ବ୍ୟବହୃତ ହେଲାପରେ ଅଙ୍ଗାରକାମ୍ଳ ତ୍ୟକ୍ତ ହୁଏ ।
ସାଧାରଣତଃ ପ୍ରତି ହୃତ୍ସ୍ପନ୍ଦନରେ ଯେତିକି ରକ୍ତ ଫୁସ୍ଫୁସ୍ ଭିତରକୁ ଛଡ଼ାଯାଇଥାଏ ସେତିକି ରକ୍ତ ବାମ ନିଳୟ ଶରୀର ମଧ୍ୟକୁ ଛାଡ଼େ ।
ଅମ୍ଳଜାନବର୍ଜିତ ରକ୍ତ ହୃତ୍ପିଣ୍ଡ ଭିତରକୁ ଶିରା ଆଣେ ଓ ଅମ୍ଳଜାନ ମିଶ୍ରିତ ରକ୍ତ ଶରୀର ମଧ୍ୟକୁ ଧମନୀ ଛାଡ଼େ ।
ଶିରା ଅପେକ୍ଷା ଧମନୀରେ ରକ୍ତଚାପ ଅଧିକ ଥାଏ ।
ବିଶ୍ରମ ସମୟରେ ପ୍ରତି ମିନିଟ ପିଛା ହୃତ୍ପିଣ୍ଡର ସଙ୍କୋଚନ ୭୨ଥର ହୁଏ ।
ବ୍ୟାୟାମ କଲେ ଏହି ସଙ୍କୋଚନ ହାର ବଢ଼େ କିନ୍ତୁ ହୃତ୍ପିଣ୍ଡ ହାର ଦୀର୍ଘ ସୁତ୍ରରେ କମିଯାଏ ଓ ଏହା ସ୍ୱାସ୍ଥ୍ୟ ପକ୍ଷରେ ଭଲ ।
ରୋଗ
ସନ ୨୦୦୮ରେ ହୃତ୍ପିଣ୍ଡରକ୍ତନଳୀ ରୋଗ ଅତି ସାଧାରଣ ଓ ହିସାବରେ ୩୦% କେସ୍ ଥିଲା, ଏଥିରୁ ସୁଇ ତୃତୀୟାଂଶ କରୋନାରୀ ଧମନୀ ରୋଗ ଓ ଷ୍ଟ୍ରୋକ ଥିଲା ।
ଧୁମ୍ରପାନ, ଅତ୍ୟଧିକ ଓଜନ ବୃଦ୍ଧି, କମ୍ ବ୍ୟାୟାମ, ଅଧିକ କୋଲେଷ୍ଟେରଲ, ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗର ଅପଚିକିତ୍ସା ଏହି ରୋଗ ସଙ୍କଟସୃଷ୍ଟିକାରୀ ଅଟନ୍ତି ।
ଛାତିରେ ସ୍ଟେଥୋସ୍କୋପ୍ ଥୋଇ ହୃତ୍ପିଣ୍ଡ-ଶବ୍ଦ ଶୁଣି, ଇସିଜି କରି ରୋଗ ନିର୍ଣ୍ଣୟ କରାଯାଏ ।
ହୃଦ୍ରୋଗକୁ ହୃତ୍ପିଣ୍ଡ ବିଶେଷଜ୍ଞମାନେ ଚିକିତ୍ସା କରନ୍ତି ଯଦିଓ ଅନେକ ସ୍ପେସିଆଲିଷ୍ଟଙ୍କ କାମ ଥାଏ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment