Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Anuradha Sharma
HIMANGY Corpora
Commits
d515d98b
Commit
d515d98b
authored
Sep 22, 2022
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
37cfce9d
Changes
1
Show whitespace changes
Inline
Side-by-side
Showing
1 changed file
with
28 additions
and
0 deletions
+28
-0
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia36.txt
...ngual-corpora/vikaspedia.in/vikashpedia_health_odia36.txt
+28
-0
No files found.
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia36.txt
0 → 100644
View file @
d515d98b
ଓଠର ଯତ୍ନ ପାଇଁ ଘରୋଇ ଉପଚାର
ଓଠର ଯତ୍ନ
ମହିଳା ମାନେ ଲିପିସ୍ଟିକ ସୌନ୍ଦଯ୍ୟ ବୃଦ୍ଧି ପାଇଁ ବ୍ୟବହାର କରିଥାନ୍ତି ।
କିନ୍ତୁ ସର୍ଭେରୁ ଜଣା ପଡିଛି ୬୦% ଲିପିସ୍ଟିକ ବିଷାକ୍ତ, ଯାହାକି ଆପଣଙ୍କ ସ୍ମୃତିଶକ୍ତି ହ୍ରାସ କରିଥାଏ ।
ତେଣୁ ଲିପିସ୍ଟିକ ବଦଳରେ ଆମେ କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରିବା ଦରକାର ।
ଲାଲ ଓଠ ପାଇଁ ଘରୋଇ ଉପଚାର
ଲାଲ ଓଠ ମୁହଁର ସୌନ୍ଦଯ୍ୟ ବୃଦ୍ଧି କରିଥାଏ ।
କିନ୍ତୁ ସବୁବେଳେ ଲିପିସ୍ଟିକ ବ୍ୟବହାର କରିବା ସ୍ୟାସ୍ଥ୍ୟ ପାଇଁ କ୍ଷତିକାରକ କାରଣ ଏଥିରେ ବହୁତ କେମିକାଲ ରହିଥାଏ ।
ତେଣୁ ଲାଲ ଓଠ ପାଇଁ କିଛି ଘରୋଇ ଉପଚାର ହେଉଛି
ଶୋଇବା ପୂର୍ବରୁ ଓଠରେ କିଛି ଗୁଆ ଘିଅ ମାଲିସ କରି ଶୁଆନ୍ତୁ ଏବଂ ସକାଳେ ଓଠକୁ ଭଲ ଭାବେ ଧୋଇ ଦିଅନ୍ତୁ ।
ଏହା ଆପଣଙ୍କ ଓଠକୁ ନରମ ରଖିବ| ସବୁଦିନ ଗୁଆ ଘିଅ ମାରିଲେ ଧୀରେ ଧୀରେ ଆପଣଙ୍କ ଓଠ ଲାଲ ରହିବ ।
କିଛି ଲାଲ ଗୋଲାପ ଫୁଲର ପାଖୁଡାକୁ ଚିକଣ କରି ବାଟି ଦିଅନ୍ତୁ ।
ଏହାକୁ ମହୁ ସହ ମିଶାଇ ଓଠରେ ସବୁଦିନ ମାଲିସ କରନ୍ତୁ ।
ଏହା କିଛି ଦିନ ମଧ୍ୟରେ ଆପଣଙ୍କ ଓଠକୁ ଲାଲ କରିଦେବ ।
ଗୋଟିଏ ଲେମ୍ବୁକୁ ଦୁଇ ଭାଗରେ କାଟନ୍ତୁ ଓ ସେଥିରୁ କିଛି ପରିମାଣରେ ରସ ବାହାର କରି କଟା ଲେମ୍ବୁକୁ ଓଠରେ ମାଲିସ କରନ୍ତୁ ।
ଏମିତି ଦିନକୁ ଦୁଇ ଥର କରିଲେ କିଛିଇ ଦିନ ଭିତରେ ଆପଣଙ୍କ ଓଠର କଳା ଦାଗ ଦୂର ହୋଇଥାଏ ।
କାକୁଡିକୁ ଛୋଟ ଖଣ୍ଡରେ କାଟି ଓଠରେ ମାଲିସ କଲେ ଓଠ ଲାଲ ହୋଇଥାଏ ।
ଓଠ ଫଟା ପାଇଁ ଘରୋଇ ଉପଚାର
ଶୀତଦିନେ ଓଠ ଫାଟିବା ଏକ ସାଧାରଣ ଘଟଣା କିନ୍ତୁ କିଛି ଲୋକଙ୍କର ସବୁଦିନେ ଓଠ ଫଟିଥାଏ ।
ଓଠଫଟା ପାଇଁ କିଛି ଘରୋଇ ଉପଚାର ହେଲା :
କିଛି ପରିମାଣରେ ଜଡ଼ା ତେଲକୁ ଭେସଲିନ ସହିତ ମିଶାଇ ଓଠରେ ମାଲିସ କରନ୍ତୁ ।
ଏପରି ଦିନକୁ ୨-୩ ଥର କରିବା ଦ୍ଵାରା ଏହା ଆପଣଙ୍କର ଓଠ ଫଟା ଦୂର କରିବା ସହ ଓଠର କଳାଅଂଶ ଦୂର କରିଥଏ ।
ଘିକୁଆଁରୀ ରସକୁ ଓଠରେ ମାଲିସ କଲେ ଓଠ ଫାଟିବା ବନ୍ଦ ହୋଇଥାଏ ।
କ୍ଷୀରକୁ ଗରମ କରି ହାଲକା ଗରମ କ୍ଷୀରସରକୁ ଓଠରେ ରଖନ୍ତୁ ।
ତାପରେ କିଛି ତୁଳା ଖଣ୍ଡକୁ ଗରମ ପାଣିରେ ବୁଡାଇ ରଖନ୍ତୁ ।
୧୦-୧୫ ମିନଟ ପରେ କ୍ଷୀର ସରକୁ ବାହାର କରି ସେହି ତୁଳା ପାଣିରୁ ବାହାର କରି ଓଠ କୁ ସଫା କରନ୍ତୁ ।
୧ ଚାମଚ ଚିନିକୁ କିଛି ମହୁ ସହ ମିଶାଇ ଓଠ ରେ ଲଗାନ୍ତୁ ।
୧୦-୧୫ ମିନଟ ପରେ ହାଲକା ଗରମ ପାଣିରେ ଓଠକୁ ଧୋଇ ଦିଅନ୍ତୁ ।
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment