Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Gurpreet Singh Josan
HIMANGY Corpora
Commits
82cb1df6
Commit
82cb1df6
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
76bc03a4
Changes
1
Hide whitespace changes
Inline
Side-by-side
Showing
1 changed file
with
25 additions
and
0 deletions
+25
-0
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia5.txt
...ingual-corpora/vikaspedia.in/vikashpedia_health_odia5.txt
+25
-0
No files found.
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia5.txt
0 → 100644
View file @
82cb1df6
ଫୁସଫୁସ
ଉପକ୍ରମ
ଫୁସଫୁସ ଶ୍ଵାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ ।
ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ ।
ଏହା ଛାତି ଭିତରେ ଥାଏ ।
ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ ।
ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ ।
ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ ।
ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା ।
ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ ।
ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ ।
ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ ।
ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି. ବାଯୁବାହୀ ନଳୀ ଅଛି ଓ ୩୦୦ ରୁ ୫୦୦ ଆଲଭିଓଲାଇ ଅଛି ଯାହାର ସରଫେସ ଏରିଆ ୧୦୦ ବର୍ଗ ମିଟର ବା ଗୋଟିଏ ଟେନିସ କୋର୍ଟ ସହ ସମାନ ।
ଶ୍ଵାସ କ୍ରିୟା
ଶ୍ଵାସ କ୍ରିୟାରେ ମାନବ ଶରୀରରେ ପ୍ରତ୍ୟେକ ଜୀବକୋଷ ରକ୍ତରୁ ଅମ୍ଳଜାନ ଗ୍ରହଣ କରେ ଓ ଅଙ୍ଗାରକାମ୍ଳ ତ୍ୟାଗ କରେ ।
ଏହି ଅଙ୍ଗାରକାମ୍ଳ ରକ୍ତର ପ୍ଲାଜମାରେ ମିଳେଇ ଯାଇ ପ୍ରବାହିତ ହୁଏ, କିଛି ଅଂଶ ହେମୋଗ୍ଲୋବିନ ସହ ଯୋଡି ହୁଏ ଓ କିଛି ଜଳ ସହ ମିଶି କାର୍ବୋନିକ ଆନହାଇଡ୍ରେଜ ଏନଯାଇମ ଦ୍ଵାରା ବାଇକାର୍ବୋନେଟ ଆୟୋନ ତିଆରି ହୋଇ ରକ୍ତରେ ପ୍ରବାହିତ ହୁଏ ।
CO2 + H2O → H2CO3
H2CO3 → H+ + HCO−3
ଆଲଭିଓଲାଇହିଁ
ଆଲଭିଓଲାଇହିଁ ଶ୍ଵାସକ୍ରିୟାର ମୂଖ୍ୟ ଅଙ୍ଗ ଯେଉଁଠି ଗ୍ୟାସ ବିନିମୟ ହୁଏ ।
ଏହାର କାନ୍ଥରେ ମାତ୍ର ଗୋଟିଏ ଧାଡି ଜୀବକୋଷ ଥାଏ ଓ ଏହା କାପିଲାରି ରକ୍ତନାଳୀ ସହ ଲାଗି ହୋଇ ଥାଏ ।
କାପିଲାରି କାନ୍ଥ ମଧ୍ୟ ବହୁତ ପତଳା ।
ସୁତରାଂ ଆଲଭିଓଲାଇ ଓ କାପିଲାରି ମଧ୍ୟରେ କେବଳ ଦୁଇଟି ସ୍ତର ଜୀବକୋଷ ଥାଏ ।
ଏହି ଦୁଇ ସ୍ତର ଭେଦ କରି ଗ୍ୟାସ ବିନିମୟ ହୁଏ ।
ଡିଫ୍ୟୁଜନ ପଦ୍ଧତି ଦ୍ଵାରା ଅଙ୍ଗାରକାମ୍ଳ ରକ୍ତରୁ ବାହାରି ଆସି ଆଲଭିଓଲାଇରେ ପହଞ୍ଚେ ଓ ବାଯୁରେ ଥିବା ଅମ୍ଳଜାନ ଆଲଭିଓଲାଇରୁ ବାହାଋ ଯାଇ ରକ୍ତରେ ମିଶେ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment