Skip to content
GitLab
Projects
Groups
Snippets
Help
Loading...
Help
Help
Support
Community forum
Keyboard shortcuts
?
Submit feedback
Sign in / Register
Toggle navigation
H
HIMANGY Corpora
Project overview
Project overview
Details
Activity
Releases
Repository
Repository
Files
Commits
Branches
Tags
Contributors
Graph
Compare
Issues
0
Issues
0
List
Boards
Labels
Service Desk
Milestones
Merge Requests
0
Merge Requests
0
CI / CD
CI / CD
Pipelines
Jobs
Schedules
Operations
Operations
Environments
Packages & Registries
Packages & Registries
Package Registry
Analytics
Analytics
CI / CD
Repository
Value Stream
Wiki
Wiki
Snippets
Snippets
Members
Members
Collapse sidebar
Close sidebar
Activity
Graph
Create a new issue
Jobs
Commits
Issue Boards
Open sidebar
Mukund Roy
HIMANGY Corpora
Commits
43933fcd
Commit
43933fcd
authored
2 years ago
by
Nayan Ranjan Paul
Browse files
Options
Browse Files
Download
Email Patches
Plain Diff
Upload New File
parent
bf29158a
Changes
1
Show whitespace changes
Inline
Side-by-side
Showing
1 changed file
with
19 additions
and
0 deletions
+19
-0
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia151.txt
...gual-corpora/vikaspedia.in/vikashpedia_health_odia151.txt
+19
-0
No files found.
Data Collected/Odia/IIIT-BH/Monolingual-corpora/vikaspedia.in/vikashpedia_health_odia151.txt
0 → 100644
View file @
43933fcd
ଟ୍ୟୁମର ପାଇଁ ହୋଇପାରେ ମସ୍ତିଷ୍କ ଅଚଳ
ଟ୍ୟୁମର ପାଇଁ ହୋଇପାରେ ମସ୍ତିଷ୍କ ଅଚଳ
ମୁଣ୍ଡବିନ୍ଧା ଏକ ସାଧାରଣ ସମସ୍ୟା ।
କିନ୍ତୁ ଲଗାତର ଭାବେ ଏହି ସମସ୍ୟା ଆପଣଙ୍କ ପାଇଁ କ୍ଷତିକାରକ ହୋଇପାରେ ।
କାରଣ ଏପରି ହେବାଦ୍ୱାରା ଆପଣଙ୍କୁ ବ୍ରେନ୍ ଟ୍ୟୁମରରେ ଶିକାର ହେବାର ଆଶଙ୍କା ରହିଛି ।
ତେଣୁ ଏହି ସମସ୍ୟାକୁ ଅଣଦେଖା କରିବା ଆଦୌ ଉଚିତ ନୁହେଁ ।
ଏଭଳି କିଛି ଲକ୍ଷଣ ବିଷୟରେ ଆଜି ଆମେ ଆପଣଙ୍କୁ ଅବଗତ କରାଇବୁ ଯାହା ବ୍ରେନ୍ ଟ୍ୟୁମର ଚିହ୍ନଟ କରାଇବାରେ ଆପଣଙ୍କୁ ସହାୟକ ହେବ ।
ଲକ୍ଷଣ
ଯଦି ଆପଣ ଆପଣଙ୍କ ଶରୀରକୁ ସନ୍ତୁଳିତ କରିପାରୁ ନାହାଁନ୍ତି ତେବେ ଏଥିପ୍ରତି ଧ୍ୟାନ ଦେବା ଉଚିତ ।
କାରଣ ଟ୍ୟୁମର ଶରୀରରେ ଥିବା କୋଷରାଶିକୁ ପ୍ରଭାବିତ କରିଥାଏ ।
ଯାହା ମଣିଷ ଚାଲିବା ସମୟରେ ଅଧିକ ପ୍ରଭାବ ପକାଇଥାଏ ।
ବ୍ରେନ୍ ଟ୍ୟୁମରରେ ବିଶେଷ କରି ହୃଦ୍ ଘାତ ଜନିତ ସମସ୍ୟା ଦେଖାଦେଇଥାଏ ।
ଯଦି ଆପଣଙ୍କୁ କେବେ ହୃତ୍ ଘାତ ହୁଏ ତେବେ ତତକ୍ଷଣାତ୍ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ସ୍ମରଣଶକ୍ତି ହ୍ରାସ ପାଇବା ମଧ୍ୟ ବ୍ରେନ୍ ଟ୍ୟୁମରର ଅନ୍ୟ ଏକ ଲକ୍ଷଣ ।
ଯଦି ଆପଣଙ୍କର କୌଣସି କଥା ମନେରହୁ ନାହିଁ ।
ଏଥିସହ ଅନ୍ୟସବୁ ସ୍ୱଭାବରେ ପରିବର୍ତ୍ତନ ଦେଖାଦେବା ଯେପରିକି କଥାକହିବା ବେଳେ ଥଙ୍ଗେଇବା,ଶୁଣିବା ଓ ଦୃଷ୍ଟି ଶକ୍ତିରେ ସମସ୍ୟା ଦେଖାଦେବା ହଠାତ୍ ଶରୀରର ମାଂସ ପେଶୀ ବୃଦ୍ଧି ପାଇବାକୁ ଲାଗିଲେ ଏବଂ ଗଳାରେ ସମସ୍ୟା ଦେଖାଦେବା ଆଦି ସମସ୍ୟା ବ୍ର୍ରେନ୍ ଟ୍ୟୁମରର ପ୍ରାଥମିକ ଲକ୍ଷଣ ଅଟେ ।
ଯଦିଓ, ବ୍ରେନ୍ ଟ୍ୟୁମର ଏକ ଆତ୍ମଘାତୀ ସମସ୍ୟା ରହି ଆସିଛି କିନ୍ତୁ ସମୟ ପୂର୍ବରୁ ଏହାକୁ ଏଡାଇ ଯାଇ ପାରିବ ।
ଏହାର ଚିକିତ୍ସା ଉପଚାର କିମୋଥେରାପି, ରେଡିଏସନ ଥେରାପି, ସର୍ଜରି ଆଦି ବିଭିନ୍ନ ଉପାୟରେ କରାଯାଇପାରିବ ।
କିନ୍ତୁ ସବୁଠାରୁ ବଡକଥା ହେଲା,ଏହାକୁ ସମୟ ପୂର୍ବରୁ ଚିହ୍ନଟ କରିବା ଅତ୍ୟନ୍ତ ଜରୁରୀ ।
This diff is collapsed.
Click to expand it.
Write
Preview
Markdown
is supported
0%
Try again
or
attach a new file
Attach a file
Cancel
You are about to add
0
people
to the discussion. Proceed with caution.
Finish editing this message first!
Cancel
Please
register
or
sign in
to comment